୪୯୫ କରୋନା ରୋଗୀ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ ୨୧୬

ଭୁବନେଶ୍ୱର: ଆଜି ରାଜ୍ୟରୁ ୪୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୪୯୫ ମଧ୍ୟରୁ ୩୫୫ କ୍ୱାରେଣ୍ଟାଇନରୁ, ୧୪୦ ଲୋକାଲ୍ କେସ ରହିଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୦୬୧କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୫,୭୦୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୮୫୩ ଜଣ ଚିକିତ୍ସାଧୀନ ଅଛନ୍ତି।
ଆଜି ଚିହ୍ନଟ ହୋଇଥିବା ୪୯୫ ଜଣଙ୍କ ମଧ୍ୟରୁ ୩୫୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୪୦ଟି ଲୋକାଲ୍‌ କେସ୍ ବୋଲି ଜଣାପଡ଼ିଛି।  ସେହିପରି ନୂଆ କରି ଚିହ୍ନଟ ହୋଇଥିବା ୪୯୫ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସବୁଠୁ ଅଧିକ ୨୧୬ ଜଣ ଅଛନ୍ତି।

 

ଆହୁରି ପଢ଼ନ୍ତୁ

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

You might also like