୨୪ ଘଣ୍ଟାରେ କରୋନାରେ ଆଖି ବୁଜିଲେ ୫

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ କରୋନା ନେଲା ଆଉ ୫ ଜଣଙ୍କ ଜୀବନ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରେ ଅଛନ୍ତି ଗଞ୍ଜାମ ଜିଲ୍ଲାରୁ ୩ ଓ ଖୋର୍ଦ୍ଧାରୁ ୨ ଜଣ। ଖୋର୍ଦ୍ଧା ଜିଲ୍ଲାର ୨ ମୃତକ ଭୁବନେଶ୍ୱରର। 

ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। 

ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ମୃତକଙ୍କ ସଂଖ୍ୟା ୨୦ ଛୁଇଁଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ମୃତକ ସଂଖ୍ୟା ୭ ହୋଇଛି। ସେହପରି କଟକରୁ ୪, ଅନୁଗୁଳ, ବରଗଡ଼ ଓ ପୁରୀରୁ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି।

ସୂଚନାଥାଉ କି,  ଆଜି ରାଜ୍ୟରୁ ୪୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୦୬୧କୁ ବୃଦ୍ଧି ପାଇଛି।  ଆଜି ଚିହ୍ନଟ ୪୯୫ ମଧ୍ୟରୁ ୩୫୫ କ୍ୱାରେଣ୍ଟାଇନରେ ଥିବାବଳେ ୧୪୦ ଲୋକାଲ୍ କେସ ରହିଛି।   

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୫,୭୦୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୮୫୩ ଜଣ ଚିକିତ୍ସାଧୀନ ଅଛନ୍ତି।

ଆହୁରି ମଧ୍ୟ ପଢ଼ନ୍ତୁ: ୪୯୫ କରୋନା ରୋଗୀ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ ୨୧୬

ଆହୁରି ପଢ଼ନ୍ତୁ

ହକି ଦଳର ଅଧିନାୟକ ମନପ୍ରୀତ ଓ ଅନ୍ୟ ୩ ଖେଳାଳିଙ୍କୁ କରୋନା

ଆଜି ସୁସ୍ଥ ହେଲେ ୧୮୧୦ କରୋନା ଆକ୍ରାନ୍ତ

କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଲୋକାୟୁକ୍ତଙ୍କ ନିକଟରେ ହାଜର ହେଲେନି ହେମନ୍ତ ଶର୍ମା

ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ପଛରେ ପଡ଼ିଲା ଗଞ୍ଜାମ; ଆଜି ଏହି ଜିଲ୍ଲାରେ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

‘କରୋନା ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର’

You might also like