ଆଉ ୫ ପଜିଟିଭ ଚିହ୍ନଟ, ଜଗତସିଂହପୁର ଜିଲ୍ଲାକୁ ବ୍ୟାପିଲା କରୋନା

ଭୁବନେଶ୍ୱର: ଆଉ ୫ କରୋନା ପଜିଟିଭ ଚିହ୍ନଟ। ଜଗତସିଂହପୁର ଜିଲ୍ଲାକୁ ବ୍ୟାପିଲା କରୋନା। ଏଠାରେ ୪ଟି ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନେ ସୁରତରୁ ଫେରିଛନ୍ତି। ସେମାନଙ୍କ ବୟସ ୨୬, ୩୨, ୩୦, ୪୭। ସମସ୍ତେ କ୍ୱାରେଣ୍ଟାଇନ୍‌ରେ ଥିଲେ। ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ଗୋଟିଏ ପରିବାରର। ଏମାନେ ନାଉଗାଁ ବ୍ଲକ୍‌ର ବୋଲି ପରି ଜଣାପଡିଛି। ଆଉ ଜଣେ କେନ୍ଦ୍ରାପଡାରୁ ଚିହ୍ନଟ ହୋଇଛନ୍ତି। ସେ ନିକଟରେ କୋଲକାତାରୁ ଫେରିଥିଲେ। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛି।

ଏବେ ରାଜ୍ୟରେ ୧୨୨ଟି ଆକ୍ଟିଭ କେଶ ରହିଛି। ଏମାନେ ରାଜ୍ୟରେ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୬୧ ଜଣ ସୁସ୍ଥ ହୋଇଛନ୍ତି ଓ ୨ ଜଣଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ ୧୭ ଜିଲ୍ଲା କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like