• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

1st Phase Election
ରାଜ୍ୟରେ ପ୍ରଥମ ଫେଜ୍ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ, ୨୫ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ଆରମ୍ଭ ହୋଇଯାଇଛି ନାମାଙ୍କନ ଦାଖଲର ପ୍ରକ୍ରିୟା ।

Politics
ଅଢ଼େଇ ଦଶନ୍ଧି ଧରି ଶାସନର ମଙ୍ଗ ମୁଖ୍ୟମନ୍ତ୍ରୀଙ୍କ ହାତରେ, ତଥାପି ବଦଳିନି ହିଞ୍ଜିଳି; କଣ୍ଟାବାଞ୍ଜିକୁ ନେଇ ପ୍ରଶ୍ନ

ନବୀନଙ୍କ ୨୪ ବର୍ଷର ଶାସନ ପରେ ବି ଭୋକର ଭୂଗୋଳ ଭିତରେ ଦି’ମୁଠା ଦାନା ପାଇଁ ଦାଦନ ଯାଉଛି ଗରିବ ଖଟିଖିଆ ମଣିଷ । ସେ ଗଞ୍ଜାମ ହେଉ ଅବା ବଲାଙ୍ଗିର । ଆଜି ବି ଦାଦନ ଦହନରେ ଜଡ଼ସଡ଼ ।

Power Cut
ପ୍ରଚଣ୍ଡ ତାତିରେ ଦୁର୍ଦ୍ଦଶା ବଢ଼ାଉଛି ଅଘୋଷିତ ପାୱାର କଟ୍, ମେଣ୍ଟେନାନ୍ସ ଆଳରେ ୨ରୁ ୩ ଘଣ୍ଟା ବିଜୁଳି ଗୁଲ୍

ଗ୍ରୀଷ୍ମ ଓ ଅସହ୍ୟ ଗୁଳୁଗୁଳିରେ ଦହଗଞ୍ଜ ପୂରା ଓଡ଼ିଶା । ଆଉ ଏ ଦୁଃଖକୁ ବଢ଼ାଇ ଦେଇଛି ଟାଟା ପାୱାରର ଅଘୋଷିତ ପାୱାର କଟ୍ । ରାଜ୍ୟର ଯେଉଁ କୋଣକୁ ନଜର ପକାଇବେ, ସେଇ ସମାନ ଅବସ୍ଥା ।

BJD Politics
ଟିକେଟ୍ କୁ ନେଇ ବିଜେଡିରେ ଅସନ୍ତୋଷ ଅସମ୍ଭାଳ, ତାତିଲେଣି ସମୀର-କିଶୋର-ପୂର୍ଣ୍ଣଚନ୍ଦ୍ରଙ୍କ ସମର୍ଥକ

ବିଦ୍ରୋହ ଏତେ ଯେ, ବିବାଦ ଥାଇ ବି ବିଧାୟକଙ୍କ ଟିକଟ୍ କାଟିପାରୁନି ବିଜେଡି । ଆଉ ଯେଉଁ କାଁ ଭାଁ କଟୁଛି ସେମାନଙ୍କୁ ବି ମ୍ୟାନେଜ୍ କରିବାରେ ଅସମର୍ଥ । ଯେମିତି ଗତକାଲି ଟିକେଟ କଟିବା ପରେ ତାତିଛନ୍ତି ସମୀର ଦାଶଙ୍କ ସମର୍ଥକ ।

BJD Ticket Politics
ବିଜେଡିରେ ସ୍ତ୍ରୀ ଥିଓରୀ, ମହିଳା ସଶକ୍ତୀକରଣ ନାଁରେ ନେତାଙ୍କ ପତ୍ନୀଙ୍କୁ ଥଇଥାନ

ସ୍ୱାମୀ ପରେ ସ୍ତ୍ରୀ ହେବେ ନେତ୍ରୀ । ସ୍ୱାମୀଙ୍କୁ କାଟି ସ୍ତ୍ରୀକୁ ଟିକେଟ୍ । ବିଜେଡି ଘୋଷଣା କରିଥିବା ୨୮ ମହିଳା ପ୍ରାର୍ଥୀଙ୍କ ଭିତରେ ୧୦ ଜଣ ହେଭିୱେଟ ନେତାଙ୍କ ପତ୍ନୀ ।

Weather
ଟକମକ ହୋଇ ଫୁଟିଲା ରାଜଧାନୀ, ୪୩.୬ ଡିଗ୍ରୀ ସହ ପାଲଟିଲା ସବୁଠୁ ଉତ୍ତପ୍ତ

ପୁଣି ରାଜଧାନୀରେ ୪୩ ଟପିଲା ପାରଦ । ଆଜି ଦିନ ସାଢ଼େ ୨ଟାରେ ଭୁବନେଶ୍ୱରରେ ୪୩.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଝାରସୁଗୁଡ଼ା ୪୨.୬ ଏବଂ ବାଲେଶ୍ୱର ୪୨.୨ ଡିଗ୍ରୀ ତାପମାତ୍ରା ରହିଛି ।

Cyber Loot
ଅଧିକ ଲୋଭ ଦେଖାଇ କରୁଥିଲେ ଠକେଇ, ଠକ ସ୍ୱାମୀ-ସ୍ତ୍ରୀ ଗ୍ୟାଙ୍ଗକୁ ଧରିଲା ପୋଲିସ୍‌

ଟେଲିଗ୍ରାମ ଜରିଆରେ ସାଧାରଣ ଲୋକଙ୍କୁ ଚୁନା ମାରୁଥିଲେ ଏହି ଗ୍ୟାଙ୍ଗ । ଭୁବନେଶ୍ୱରରେ ବସି ସାରା ବିଶ୍ୱର ଲୋକଙ୍କୁ କରୁଥିଲେ ଠକେଇ ।

Special Squad
ରାଜଧାନୀରେ ସାବାଡ଼ ହେବେ ରୋଡ୍‌ ରୋମିଓ, ମହିଳାଙ୍କ ସୁରକ୍ଷା ପାଇଁ ଗଠନ ହେଲା ସ୍ପେଶାଲ ସ୍କ୍ୱାର୍ଡ

ରାଜଧାନୀରେ ମହିଳାଙ୍କୁ ହଇରାଣ, ହାରସମେଣ୍ଟ, କମେଣ୍ଟ କଲେ ଏହି ଟିମ୍‌ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ।

Odisha Politics
ଲଢ଼େଇ ହେବ ଜୋରଦାର୍...ବିଜେପିରେ ଅନୁଭବ, ବିଜେଡିରେ ମିଶିଲେ ବର୍ଷା

ବିଜେପିରେ ଅନୁଭବ, ବିଜେଡିରେ ବର୍ଷା । ଆଜି ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି ଅଭିନେତ୍ରୀ ତଥା ଅନୁଭବ ମହାନ୍ତିଙ୍କ ପୂର୍ବ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ।

Samir Dash
ଟିକେଟ୍‌ କଟିବା ପରେ ଏକାଠି ହେଲେ ସମର୍ଥକ; ଭାବବିହ୍ବଳ ହୋଇ କାନ୍ଦିଲେ ସମୀର ଦାଶ !

ଟିକେଟ୍ କଟିବା ପରେ ସମୀର ଦାଶଙ୍କ ମେଳି । ସମୀର ଦାଶଙ୍କ ଟିକେଟ୍ କଟିବା ପରେ ଏକାଠି ହେଲେ ସମର୍ଥକ । ନିଷ୍ପତ୍ତିର ପୁନର୍ବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରଖିଲେ ବାର୍ତ୍ତା ।

Congress
କେନ୍ଦ୍ରାପଡ଼ାରୁ ପ୍ରାର୍ଥୀ ନେଇ ଆଶାବାଦୀ, କଂଗ୍ରେସରେ ଯୋଗ ଦେଲେ ସିପ୍ରା ମଲ୍ଲିକ

କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ । ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋଙ୍କ ଉପସ୍ଥିତିରେ ରାଜ୍ୟ କଂଗ୍ରେସ ଭବନରେ ଦଳରେ ବିଧିବଦ୍ଧ ଭାବେ ଯୋଗଦେଇଛନ୍ତି ସିପ୍ରା ।

Animesh Pradhan
ସଂଘର୍ଷ କାହାଣୀ; କମାଲ୍ କଲେ ଓଡ଼ିଆ ପୁଅ ଅନିମେଶ, ବିନା କୋଚିଂରେ IAS

ସ୍ବପ୍ନ, ଆକାଶରେ ଉଡିବାକୁ ଡେଣା ସଞ୍ଚୁଥିଲା । ଦିନ ଗଡିଯାଉଥିଲା, ଏହାରି ଭିତରେ ବାପା ଚାଲିଗଲେ । ଘରର ମେରୁଦଣ୍ଡ ଦୋହଲିଗଲା । ମା’ ଏକା ଏକା ପୁରା ପରିବାରର ବୋଝ ସମ୍ଭାଳିଲା । ଜାଣନ୍ତୁ ଅନିମେଶଙ୍କ ସଂଘର୍ଷର କାହାଣୀ...

Election
ରାତି ପାହିଲେ ୧୦୨ ଲୋକସଭା ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍। ଆଜିଠୁ ବୁଥ୍ ଅଭିମୁଖେ ଯିବେ ପୁଲିଂ ପାର୍ଟି। ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ।

Congress
ଆସିଲା କଂଗ୍ରେସର ବିଧାନସଭା ପ୍ରାର୍ଥୀ ତାଲିକା; ମାହାଙ୍ଗାରୁ ଲଢିବେ ଦେବେନ୍ଦ୍ର ସାହୁ...

ଓଡ଼ିଶା ପାଇଁ ବିଧାନସଭା ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ । ତୃତୀୟ ପର୍ଯ୍ୟାୟରେ ୪ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।

Organ Donate
ଅଙ୍ଗଦାନ କରି ଅମର; ୩ ଜଣଙ୍କୁ ନୂଆ ଜୀବନ ଦେଲେ ସଂଯୁକ୍ତା...

୩ ଜଣଙ୍କୁ ନୂଆ ଜୀବନ ଦେଲେ ସଂଯୁକ୍ତା ପାତ୍ର । ଦୁଇଟି ଯାକ କିଡନୀ ଓ ଲିଭର ଦେଲେ ସଂଯୁକ୍ତା । କଟକ ତିଗିରିଆର ରାଜୀବ ଦାସଙ୍କ ଠାରେ କିଡନୀ ପ୍ରତିରୋପଣ । 

If there is a drain in the south-west of the house, there is danger
Vastu Tips: ଗୃହର ଏହି ଦିଗକୁ ଜଳ ନିଷ୍କାସିତ ହେଉଛି କି… ଗୃହକୁ ଆସିବ ମହା ସଂକଟ

ଜଳ, ବାୟୁ ଓ ପ୍ରକୃତିର ସମସ୍ତ ଶକ୍ତିମାନଙ୍କର ସମନ୍ୱୟ ଓ ଭାରସାମ୍ୟରେ ମନୁଷ୍ୟ ସୁଖ, ଶାନ୍ତି, ସ୍ୱାସ୍ଥ୍ୟ, ଧନ ଓ ସମୃଦ୍ଧି ଲାଭ କରିଥାଏ। ଜଳ ହେଉଛି ଧନର କାରଣ। ଏଣୁ ଜଳ ଉତ୍ସ ବା ନଳକୂପ, କୂପ ଆଦିର ସ୍ଥାନ ଠିକ ଭାବରେ ରହିବା ଦରକାର, ନ ହେଲେ ଗୃହରେ ସବୁବେଳେ ଧନର ଅଭାବ ଦେଖାଦେଇଥାଏ।

 Phulbani jail
ଫୁଲବାଣୀ ଜେଲରେ ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ...

ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ। ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ। ମୃତକ ହେଲେ ଫିରିଙ୍ଗିଆ ଡିମିରିଗୁଡ଼ା ଗାଁର ଅଭିରାମ ଦିଗାଲ ।

heatwave alert
ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ଓଡ଼ିଶା; ୨୨ ଯାଏଁ ନିସ୍ତାର ନାହିଁ...

ଜଳୁଛି ସାରା ଓଡ଼ିଶା । ଆସନ୍ତା ୨୨ ତାରିଖ ଯାଏଁ ତାତିରୁ ମିଳିବନି ତ୍ରାହି । ତାତି ସହ ଏଣିକି ବଢିବ ଗୁଳୁଗୁଳି। ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । 

General Election 2024
ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ପାଇଁ ବିଜ୍ଞପ୍ତି ପ୍ରକାଶ: ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଲା ବିଜ୍ଞପ୍ତି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଲା । ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା ।

Panchang
Panchang Today 18th April 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଯାତ୍ରାରମ୍ଭ କରନ୍ତୁ

ସୌର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଗୁରୁବାର। ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୬ ଗତେ ସିଂହ। ତିଥି- ଦଶମୀ ସନ୍ଧ୍ୟା ୦୫.୩୧ ଗତେ ଏକାଦଶୀ।

Sudasha Brata which ten name of Mahalaxmi are important in this Brata
Sudasha Brata 2024: ଆପଣ ପ୍ରଥମ ଥର ସୁଦଶା ବ୍ରତ କରୁଛନ୍ତି କି… ଜାଣନ୍ତୁ ମହାଲକ୍ଷ୍ମୀଙ୍କ କେଉଁ ନାମ ଧରି ବ୍ରତରେ ପକେଇବେ ୧୦ ଗଣ୍ଠି

ଉତ୍କଳୀୟ ପରମ୍ପରାରେ ମହାଲକ୍ଷ୍ମୀଙ୍କର ପୂଜା ପରମ୍ପରା ଅତି ପ୍ରାଚୀନ। ମହାଲକ୍ଷ୍ମୀଙ୍କ ବିଭିନ୍ନ ବ୍ରତ ମଧ୍ୟରେ ସୁଦଶା ବ୍ରତ ଅନ୍ୟତମ। ଏ ବ୍ରତ ଥରେ ଆରମ୍ଭ କଲେ ଆଜୀବନ କରିବାକୁ ହୁଏ। ଏହାକୁ ସାଧାରଣତଃ ସଧବା ନାରୀମାନେ କରନ୍ତି। ଆସନ୍ତୁ ଏହାର ବିଧି-ବିଧାନ ଜାଣିନେବା।

breaking news
ସଂକ୍ଷେପରେ ଆଜିର ତାଜା ଖବର - Thursday, 18 April 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Thursday, 18 April 2024
 Aam Aadmi Party
General Election 2024: ୩୭ଟି ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା AAP

ଆମ୍ ଆଦମୀ ପାର୍ଟି ଆଜି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ଟି ବିଧାନସଭା ସିଟ୍ ପାଇଁ ପ୍ରାର୍ଥୀ ଦେଇଛି ।

Car Loot
ଥାର୍ଡ ପାର୍ଟିରେ କାର ଡିଲ କରି ଠକେଇ, ଦମ୍ପତ୍ତି ଫେରାର

ପ୍ରଥମେ ଭଡ଼ା ଦେବା ଲାଗି ଡିଲ୍ କରି ମାଲିକଙ୍କ ଠାରୁ ଗାଡ଼ି ନେଉଥିଲେ, ଆଉ ପରେ ଧରା ଛୁଆଁ ନ ଦେଅଇ ତାକୁ ବିକ୍ରି କରି ଭକୁଆ ବନାଇଛନ୍ତି ରାଉରକେଲାର ଦମ୍ପତି ସତଭାମା ଦାସ ଓ ସରୋଜ କୁମାର।

  • Wednesday, 17 April 2024
  • Loot
UPSC topper Ananya Reddy
କୋହଲିଙ୍କ ଗୁଣଗାନ କଲେ UPSC ଟପ୍ପର; କହିଲେ, IAS ହେବା ପଛରେ ରହିଛି ତାଙ୍କ ହାତ

ତେଲେଙ୍ଗାନାର ଅନନ୍ୟା ରେଡ୍ଡିଙ୍କ UPSC ସଫଳତା କାହାଣୀ ଏବେ ବେଶ୍‌ ଚର୍ଚ୍ଚାରେ। ଟିମ ଇଣ୍ଡିଆର ପୂର୍ବତନ କ୍ୟାପଟେନ୍ ବିରାଟ କୋହଲିଙ୍କୁ ନିଜର ଆଦର୍ଶ ବୋଲି କହିଛନ୍ତି ଅନନ୍ୟା।