କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଅଧିକ ବେଡ୍ ସଂରକ୍ଷିତ ରଖିବା ପାଇଁ ଘରୋଇ ହସ୍ପିଟାଲ୍‌କୁ ନିର୍ଦ୍ଦେଶ

ଭୁବନେଶ୍ୱର: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଓଡ଼ିଶାର ୫ଟି ସହରରେ ଥିବା ଘରୋଇ ହସ୍ପିଟାଲ୍‌ ଗୁଡ଼ିକରେ ଅଧିକ ବେଡ୍ ସଂରକ୍ଷିତ ରଖିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୫ ମହାନଗର କଟକ, ଭୁବନେଶ୍ୱର, ସମ୍ବଲପୁର, ବ୍ରହ୍ମପୁର ଏବଂ ରାଉରକେଲାରେ ଥିବା ଘରୋଇ ହସ୍ପିଟାଲ୍ ଗୁଡ଼ିକ ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ୩୦ରୁ ଅଧିକ ବେଡ୍ ଥିବା ହସ୍ପିଟାଲମାନଙ୍କ ଲାଗି ଏହି ନିର୍ଦ୍ଦେଶନାମା ଜାରି ହୋଇଛି। 

କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ମେଡ଼ିକାଲ୍‌ରେ ଥିବା ଜେନେରାଲ୍‌ ବେଡ୍‌ର ୫୦% ଏବଂ ୮୦% ଆଇସିୟୁ ବେଡ୍ ସଂରକ୍ଷିତ ରଖିବାକୁ ନିର୍ଦ୍ଦେଶନାମାରେ କୁହାଯାଇଛି। ଏହାସହ ମେଡ଼ିକାଲ୍‌କୁ ସମ୍ପୂର୍ଣ୍ଣ କୋଭିଡ୍ ହସ୍ପିଟାଲ୍ କରିବା ପାଇଁ ବିକଳ୍ପ ରଖିଛି ସ୍ୱାସ୍ଥ୍ୟ ବିଭାଗ। ଆବଶ୍ୟକ ପଡ଼ିଲେ ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲରେ ପରିବର୍ତ୍ତନ କରିବାକୁ ସ୍ୱାସ୍ଥ୍ୟ ବିଭାଗ କହିଛି। 

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like