ଭୁବନେଶ୍ୱରରୁ ୫୫୦ କୋଭିଡ୍‌-୧୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୫୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୫୫୦ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୪୩ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୩୦୭ ରହିଛି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଏକ ଗଣମାଧ୍ୟମ ସଂସ୍ଥାରୁ ୩୧ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ
ରବୀନ୍ଦ୍ରମଣ୍ଡପ ନିକଟ ଏକ ବ୍ୟାଙ୍କରୁ ୧୮ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମାର ଫେଜ୍-୧ ଅଞ୍ଚଳରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୟୁନିଟ-୨ ଓ ୩ରୁ ୯ ଜଣ, ୟୁନିଟ-୯ ଅଞ୍ଚଳରୁ ୭, ରସୁଲଗଡ଼ରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like