• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ କରୋନା ରୋଗୀ ଚିହ୍ନଟ  ହୋଇଛନ୍ତି। ଦିନକରେ ୫୬୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଗଞ୍ଜାମରୁ ସର୍ବାଧିକ ୨୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକରୁ ୮୧, ରାୟଗଡ଼ା- ୭୬, ବରଗଡ଼ରୁ ୨୧, ଖୋର୍ଦ୍ଧା- ୨୬, ବଲାଙ୍ଗିର- ୧୯, ମୟୂରଭଞ୍ଜରୁ ୧୦,  ସମ୍ବଲପୁର- ୮, କେନ୍ଦୁଝର ଓ ଜଗତସିଂହପୁରରୁ ୬ ଜଣ ଲେଖାଏ, କଳାହାଣ୍ଡିରୁ ୫, କୋରାପୁଟରୁ ୪,  ଢେଙ୍କାନାଳ, ଯାଜପୁର ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏ, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏ , ପୁରୀ ଓ ଭଦ୍ରକରୁ ଜଣେ ଲେଖାଏ କରୋନା ଅାକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି NDRFର ଆଉ ଜଣେ ଯବାନ କରୋନାରେ ଅାକ୍ରାନ୍ତ ହୋଇଥିବା ସୂଚନା ମିଳିଛି।

୫୬୧ ମଧ୍ୟରୁ କ୍ୱାରେଣ୍ଟିନରୁ ୪୨୫, ଲୋକାଲ୍  contacts କେସ ୧୩୬ ଥିବା ଜଣାଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ୍ ସଂଖ୍ୟା ୮୧୦୬କୁ ବୃଦ୍ଧି, ଏଯାବତ୍ ୫୫୦୨ ଜଣ ସୁସ୍ଥ ହୋଇଥିବାବେଳେ  ଆକ୍ଟିଭ  କେସ୍ ଅଛି ୨୫୬୭। 

561-corona-positive-found-in-odisha
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories