୬ ଉପଦେଷ୍ଟାଙ୍କୁ ମିଳିଲା ‘ରାଷ୍ଟ୍ରମନ୍ତ୍ରୀ’ ପାହ୍ୟା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ନବନିଯୁକ୍ତ ଉପଦେଷ୍ଟାଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି।

ମିଶନ ଶକ୍ତି ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ରଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି।  ସେହିପରି ସୁଧୀର ଦାସ ଓ ମୁନ୍ନା ଖାଁଙ୍କୁ ମଧ୍ୟ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି। ଅନୁଭବ ପଟ୍ଟନାୟକ, କୃତିବାସ ପାତ୍ର, ରାମଚନ୍ଦ୍ର ପଣ୍ଡାଙ୍କୁ ବି ମିଳିଛି ରାଷ୍ଟ୍ରମନ୍ତ୍ରୀ ପାହ୍ୟା।

ସୁଜିତ କୁମାରଙ୍କୁ ମୁଖ୍ୟ ସଚିବ ଏବଂ ଉତ୍କଳ ପରିଡ଼ା ଓ ସୁଲତା ଦେଓଙ୍କୁ ପ୍ରମୁଖ ସଚିବ ପାହ୍ୟା ମିଳିଛି। ଜନ୍ମେଜୟ ଲେଙ୍କା ଓ ଦେବାଶିଷ ମଲ୍ଲିକଙ୍କୁ ମଧ୍ୟ ପ୍ରମୁଖ ସଚିବ ପାହ୍ୟା ମିଳିଛି।

ଆହୁରି ପଢ଼ନ୍ତୁ

ନଷ୍ଟ ହେଲେ ବା ହଜିଗଲେ ପୁଣି ମିଳିବ ଏସଏଲସି

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

You might also like