• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ନବନିଯୁକ୍ତ ଉପଦେଷ୍ଟାଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି।

ମିଶନ ଶକ୍ତି ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ରଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି।  ସେହିପରି ସୁଧୀର ଦାସ ଓ ମୁନ୍ନା ଖାଁଙ୍କୁ ମଧ୍ୟ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି। ଅନୁଭବ ପଟ୍ଟନାୟକ, କୃତିବାସ ପାତ୍ର, ରାମଚନ୍ଦ୍ର ପଣ୍ଡାଙ୍କୁ ବି ମିଳିଛି ରାଷ୍ଟ୍ରମନ୍ତ୍ରୀ ପାହ୍ୟା।

ସୁଜିତ କୁମାରଙ୍କୁ ମୁଖ୍ୟ ସଚିବ ଏବଂ ଉତ୍କଳ ପରିଡ଼ା ଓ ସୁଲତା ଦେଓଙ୍କୁ ପ୍ରମୁଖ ସଚିବ ପାହ୍ୟା ମିଳିଛି। ଜନ୍ମେଜୟ ଲେଙ୍କା ଓ ଦେବାଶିଷ ମଲ୍ଲିକଙ୍କୁ ମଧ୍ୟ ପ୍ରମୁଖ ସଚିବ ପାହ୍ୟା ମିଳିଛି।

6-advisers-gets-rank-and-status-of-minister-of-state
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories