୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାର ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଜିଲ୍ଲାପାଳ।  ଗତକାଲି ଜିଲ୍ଲାରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି। ରାଇଘର ବ୍ଲକରୁ ସର୍ବାଧିକ ୬ ଜଣ ଏବଂ ଝରିଗାଁ ବ୍ଲକ୍‌ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ରାଇଘର ବ୍ଲକ୍‌ର ଗଞ୍ଜାପାରା, ଜଲଙ୍ଗପାରା, ତୁରୁପେନା, ଖାଡେଙ୍ଗା, ମୁଣ୍ଡାପାରା ଗାଁକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ସେହିପରି ଝରିଗାଁ ବ୍ଲକର ପାରିଆ ଗାଁକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହି ସବୁ ଅଞ୍ଚଳରେ ଆସନ୍ତା ୬ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ କଟକଣା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ

କଟକରୁ ୩୮ କରୋନା ଆକ୍ରାନ୍ତ ଚିହ୍ନଟ; ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ୍

ବିଏମ୍‌ସି ଅଞ୍ଚଳରେ ସମାବେଶ ଉପରେ କଟକଣା

ସମ୍ପନ୍ନ ହେଲା ନୀଳାଦ୍ରି ବିଜେ: ନୀଳକନ୍ଦରକୁ ବାହୁଡ଼ିଗଲେ ଚତୁର୍ଦ୍ଧାମୂରତି

ବାହାଘରରେ କରୋନା କଟକଣା ଉଲ୍ଲଙ୍ଘନ: ହୋଟେଲ୍ ସିଲ୍‌, ୫ ଗିରଫ

କିଡନୀ ରୋଗ ବୃଦ୍ଧିକୁ ନେଇ ଅନୁଗୋଳ ଜିଲ୍ଲାରେ ଆତଙ୍କ

ପଜିଟିଭ୍‌ରେ ରେକର୍ଡ ଭାଙ୍ଗୁଛି ଗଞ୍ଜାମ, ମୃତ୍ୟୁରେ ବି ନମ୍ବର ଓ୍ୱାନ୍

ଖଣ୍ଡଗିରି, ଉଦୟଗିରି ଓ ଧଉଳି ସହିତ ୬ରେ ଖୋଲିବ ଓଡ଼ିଶାର କିଛି ଦର୍ଶନୀୟ ସ୍ଥାନ

ଆଜି ୨୨୯ କରୋନା ଆକ୍ରାନ୍ତ ସୁସ୍ଥ; ଗଂଜାମରୁ ସର୍ବାଧିକ

କେନ୍ ଭିତରେ ମୁଣ୍ଡ ଫସି ଛଟପଟ ହେଉଥିଲା ନାଗ; ଟିଣକୁ କାଟିବା ପରେ…

ବାହାଘର ଖୁସିରେ ଭୁଲିଗଲେ ନିୟମ; ଫାଇନ୍‌ ସହ ଥାନାରେ ମାମଲା

୧୪ ଜିଲ୍ଲାବାସୀଙ୍କ ପାଇଁ କଟକଣା, ରାଉରକେଲା ଆସିଲେ ଆଗେ କ୍ୱାରେଣ୍ଟିନ ଯିବ

କରୋନାର କରାଳ ରୂପ: ୪ ଦିନରେ ୯ ମୃତ, ୧୫୩୬ ଆକ୍ରାନ୍ତ

You might also like