ଓଡ଼ିଶାରେ କରୋନା ସ୍ଥିତି: କମୁଛି ଲୋକାଲ କେସ୍, ଦିନକରେ ୬୩୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୩୭୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍‌ ୨୬୫ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୦ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୯୬୧ରେ ପହଞ୍ଚିଛି।

ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

You might also like