ସୁସ୍ଥ ହେଲେ ୬୪୩ ‘କରୋନା’ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୬୪୩ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଆରୋଗ୍ୟ ସଂଖ୍ୟା ୧୪, ୩୯୨ରେ ପହଞ୍ଚିଛି।

କେଉଁଠି କେତେ ଆକ୍ରାନ୍ତ:-

ଗଂଜାମ ଜିଲ୍ଲାରୁ ସର୍ବାଧିକ ୪୦୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୪୪, ବାଲେଶ୍ୱରରୁ ୩୧, ମୟୂରଭଂଜ ୨୮, କଟକରୁ ୨୭ ସୁସ୍ଥ ହୋଇଛନ୍ତି। ସେହିପରି ଜଗତସିଂହପୁରରୁ ୧୫, ବରଗଡ଼ ଓ କଳାହାଣ୍ଡିରୁ ୧୪ ଲେଖାଏଁ, ଢେଙ୍କାନାଳ ଓ କେନ୍ଦୁଝରରୁ ୧୧ ଲେଖାଏଁ, ଭଦ୍ରକରୁ ୮ ସୁସ୍ଥ ହୋଇଛନ୍ତି।


ସେହିପରି ଗଜପତିରୁ ୬, ବଲାଙ୍ଗିର ଓ ଝାରସୁଗୁଡ଼ାରୁ ୫ ଲେଖାଏଁ, ଯାଜପୁର ଓ ସୁନ୍ଦରଗଡ଼ରୁ ୪, କେନ୍ଦ୍ରାପଡ଼ା ଓ କୋରାପୁଟରୁ ୩  ଲେଖାଏଁ, ସମ୍ବଲପୁର ୨, ଅନୁଗୁଳରୁ ଜଣେ ସୁସ୍ଥ ହୋଇଛନ୍ତି।

ସେହିପରି ଓଡ଼ିଶାରେ ୧,୨୬୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୫୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୭ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୨୬୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୪୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୧୭ ରହିଛି।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

You might also like