ଭୁବନେଶ୍ୱରରୁ ୩୬୫ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ…

ଭୁବନେଶ୍ୱର: ମହାନଗର ନିଗମ ଅଞ୍ଚଳରୁ ଆଜି ୩୬୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ  ୩୨୯ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି। ୩୬୫ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୧୬, ଲୋକାଲ କଣ୍ଟାକ୍ଟ କେସ୍- ୨୪୯ ରହିଛି ବୋଲି ବିଏମ୍‌ସି କହିଛି।

ନୟାପଲ୍ଲୀ- ୩୧, ପଟିଆ- ୨୧, ସହିଦନଗରରୁ ୧୯ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଲକ୍ଷ୍ମୀସାଗର-୯, ପାତ୍ରପଡ଼ା- ୮, ସତ୍ୟନଗରରୁ ୭ ଚିହ୍ନଟ ହୋଇଛନ୍ତି। ସେହିପରି ୟୁନିଟ-୮ ଓ ରସୁଲଗଡ଼ରୁ ୭ ଲେଖାଏଁ ଓ ଝାରପଡ଼ାରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦେଇଛି ବିଏମ୍‌ସି।  ବରମୁଣ୍ଡା ଓ ଶୈଳଶ୍ରୀବିହାରରୁ ମଧ୍ୟ ୬ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଗନ୍ନାଥନଗରରୁ ୫ ଚିହ୍ନଟ ହୋଇଛନ୍ତି।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫୭୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ଜୀବନ ଯାଇଛି।

 

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like