ଓଡ଼ିଶାରେ ଦିନକରେ ଚିହ୍ନଟ ହେଲେ ୬୭୩ ନୂଆ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ୬୭୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୬୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୨୭ ରହିଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ ରେ ପହଞ୍ଚିଛି। ସେଥିମଧ୍ୟରୁ ୧୨,୪୫୨ ଜଣ ସୁସ୍ଥ ହୋଇଥିବାବେଳେ ୫,୫୩୩ ଜଣ ଚିକିତ୍ସାଧୀନ ଅଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ ୧,୯୭୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୩୩୨

ଓଡ଼ିଶାରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଚିହ୍ନଟ ହେଲେ ୧,୮୭୬ ନୂଆ କରୋନା ପଜିଟିଭ୍‌

ଓଡ଼ିଶାରେ ୧,୫୨୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

ଓଡ଼ିଶାରେ ୧,୭୩୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ଗଞ୍ଜାମକୁ ଟପିଲା ଖୋର୍ଦ୍ଧା

ଓଡ଼ିଶାରେ ୧,୮୩୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଏଥର ଖୋର୍ଦ୍ଧାରୁ ସର୍ବାଧିକ

ଓଡ଼ିଶାରେ ୧,୩୮୪ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, କେବଳ ଗଞ୍ଜାମରୁ ୩୩୧

ଓଡ଼ିଶାରେ ୧,୩୭୬ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, ୨୫ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାରେ ୧,୩୨୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରୁ କେବଳ ୫୬୦

୨୫ ଜିଲ୍ଲାରୁ ୭୩୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୭ ହଜାର ପାର୍‌ କଲା ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାରୁ ଚିହ୍ନଟ ହେଲେ ୫୯୧ ନୂଆ କରୋନା ପଜିଟିଭ୍‌

ଓଡ଼ିଶାରେ ଆଉ ୫୭୦ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାରେ ଚିହ୍ନଟ ହେଲେ ଆଉ ୫୭୭ କରୋନା ପଜିଟିଭ୍‌, ୧୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

You might also like