ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ନବରଙ୍ଗପୁର  : ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଅଞ୍ଚଳରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ପାପଡ଼ାହାଣ୍ଡି ଥାନାରେ ଅଭିଯୋଗ କରିଛନ୍ତି ନାବାଳିକାଙ୍କ ପରିବାର ଲୋକେ।

ଏ ଘଟଣାରେ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ତା ନାଁ ରାଜୀବ ମାଝି। ଘର ପାପଡ଼ାହାଣ୍ଡି ଘୁଷୁରାମାରୁଗୁଡ଼ା ଗାଁରେ। ଅଭିଯୁକ୍ତ ବିରୋଧରେ ପୋକ୍ସୋ ଆଇନରେ ମାମଲା ରୁଜୁ କରିଛି ପୁଲିସ।

ସେପଟେ ପୁଲିସ୍‌ ପୀଡ଼ିତା ଓ ଗିରଫ ଅଭିଯୁକ୍ତକୁ ଡାକ୍ତରୀ ମାଇନା ଲାଗି ପଠାଇ ଘଟଣାର ତଦନ୍ତ କରୁଛି। ଅଭିଯୁକ୍ତ ଯୁବକ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି। ଗାଁରେ ବୈଠକ ବସି ମାମଲାର ସମାଧାନ ହୋଇ ନପାରିବାରୁ ନାବାଳିକାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ।

 

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like