• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ଆଜିିଠୁ ରାଜ୍ୟ ଭିତରେ ୬ଟି ସ୍ପେଶାଲ ଟ୍ରେନ୍ ଚଳାଚଳ ଆରମ୍ଭ କରୁଛି। ଭୁବନେଶ୍ୱରରୁ ବଲାଙ୍ଗିର, ଭଦ୍ରକ, ବ୍ରହ୍ମପୁର, କୋରାପୁଟ ଓ ରାଉରକେଲାକୁ ଏବଂ ସମ୍ବଲପୁରରୁ ଖୋର୍ଦ୍ଧା ରୋଡ୍ ଷ୍ଟେସନ୍ ମଧ୍ୟରେ ଏହି ୬ଟି ସ୍ୱତନ୍ତ୍ର ଟ୍ରେନ୍ ଚାଲିବ।

ଭୁବନେଶ୍ୱର-କୋରାପୁଟ ସ୍ପେଶାଲ ଟ୍ରେନଟି ସମ୍ବଲପୁର, ଟିଟିଲାଗଡ଼ ଓ ରାୟଗଡ଼ା ଦେଇ ଚଳାଚଳ କରିବ। ଏହି ଟ୍ରେନଟି ସପ୍ତାହକକୁ ୩ ଦିନ ଚଳାଚଳ କରିବ। ଅନ୍ୟ ୫ଟି ସ୍ପେଶାଲ୍ ଟ୍ରେନ୍ କେବଳ ଶନିବାର ଓ ରବିବାରକୁ ଛାଡ଼ି ଅନ୍ୟ ୫ ଦିନ ଯିବା ଆସିବା କରିବ।

ସ୍ପେଶାଲ ଟ୍ରେନ ପାଇଁ ଟିକେଟ୍, ରିଜର୍ଭେସନ କାଉଣ୍ଟର ଓ IRCTC ୱେବସାଇଟରୁ ମିଳିବ କେବଳ କନଫର୍ମ ଟିକେଟ ଥିବା ଯାତ୍ରୀଙ୍କୁ ଯାତ୍ରା ପାଇଁ ଅନୁମତି ମିଳିବ ବୋଲି ରେଲେଓ୍ୱ ପକ୍ଷରୁ ସୂଚନା ମିଳିଛି।

ପ୍ରକାଶଥାଉକି, ରାଉରକେଲାରୁ ଭୁବନେଶ୍ୱର ଅଭିମୁଖେ ଯାତ୍ରା ଆରମ୍ଭ କରିଛି ସ୍ପେଶାଲ ଟ୍ରେନ୍। ଆଜି ଭୋର୍ ୫ଟା ୧୦ରୁ ଏହି ଟ୍ରେନ୍ ଛାଡ଼ିଛି। ସାମାଜିକ ଦୂରତା ଓ ସ୍ୱଚ୍ଛତା ଅବଲମ୍ବନ ସହ ଯାତ୍ରା କରୁଛନ୍ତି

7-special-trains-will-run-in-the-state
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories