ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୭୨% ମତଦାନ

ଭୁବନେଶ୍ୱର: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୭୨ ପ୍ରତିଶତ ମତଦାନ ହୋଇଛି। ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାଯର୍ୟାଳୟ ସୂତ୍ରରୁ ଏହି ସୂଚନା ଦିଆଯାଇଛି। ଗତକାଲି ଅନୁଷ୍ଠିତ ୫ ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହା ଅନ୍ତର୍ଗତ ୩୫ ବିଧାନସଭା କ୍ଷେତ୍ରରେ ଭୋଟିଂ ହୋଇଥିଲା।

ଏହି ୫ ଲୋକସଭା କ୍ଷେତ୍ର ମଧ୍ୟରୁ ବରଗଡ଼ରେ ସର୍ବାଧିକ ୭୭.୫୭, କନ୍ଧମାଳରେ ୭୨.୮୮, ବଲାଙ୍ଗିରରେ ୭୨.୪୨, ସୁନ୍ଦରଗଡ଼ରେ ୭୧.୪୪ ଏବଂ ଆସ୍କାରେ ସର୍ବନିମ୍ନ ୬୬.୩୦ ପ୍ରତିଶତ ମତଦାନ ହୋଇଛି। ଏହା ପୂର୍ବରୁ ଓଡ଼ିଶାରେ ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୭୩.୭୬ ପ୍ରତିଶତ ମତଦାନ ହୋଇଥିଲା।

ଆହୁରି ପଢ଼ନ୍ତୁ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

You might also like