• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

କଟକ: କଟକ ସହରରେ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୬ ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୨୮ଜଣ ହୋମ୍ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି।

ସରକାରୀ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୩୮ଜଣଙ୍କ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ ରହିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ଅର୍ଥାତ୍‌ କଟକ ମହାନଗର ନିଗମ ଅଧୀନରେ ଆସୁଥିବା ଅଞ୍ଚଳରୁ ଏଯାବତ୍‌ ୧୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୬ଜଣ ଚିକିତ୍ସାଧୀନ ଥିବାବେଳେ ୨୨ଜଣ ସୁସ୍ଥ ହୋଇଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଛି।

74-new-covid19-cases-reported-are-from-cuttack-municipal-corporation-cmc-limits
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories