ବର୍ଷା, ବଜ୍ରପାତ ନେଇ ୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ଯୋଗୁ ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇଛି।

ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ନେଇ ୮ଟି ଜିଲ୍ଲାକୁ ସତର୍କ ସୂଚନା କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଗଞ୍ଜାମ, କେନ୍ଦୁଝର, ଢେଙ୍କାନାଳ, ଗଜପତି, କୋରାପୁଟ, ଭଦ୍ରକ ଓ ଯାଜପୁର। ଆଜି ସକାଳ ୯ଟା ଯାଏ ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ଅନ୍ୟପକ୍ଷରେ, ଗତ ୨୪ ଘଣ୍ଟାରେ ଲଘୁଚାପ ପ୍ରଭାବରେ ଭୁବନେଶ୍ୱରରେ ୧୪୯ ମିଲିମିଟର ବର୍ଷା ରେକର୍ଡ କରଯାଇଛି। ବାଲିପାଟଣାରେ ୧୭୯ ମି.ମି., OUAT ଅଞ୍ଚଳରେ ୧୦୫ ମି.ମି.,
କିଟ୍ ୟୁନିଭର୍ସିଟି ଅଞ୍ଚଳରେ ୯୧ ମି.ମି. ଓ ବେଗୁନିଆରେ ୩୧ ମି.ମି. ବର୍ଷା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like