ଓଡ଼ିଶାରେ କରୋନା ନେଲା ଆଉ ୮ ଜୀବନ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରୁ ୩, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ସମ୍ବଲପୁର, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୪୫ ହୋଇଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୩,୬୪୫ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
କଟକରୁ ୩, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ସମ୍ବଲପୁର, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୪୫ ହୋଇଛି।
ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୩,୬୪୫ ପଜିଟିଭ୍ ଚିହ୍ନଟ