ଓଡ଼ିଶାରେ କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କଟକରୁ ୩, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ସମ୍ବଲପୁର, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୪୫ ହୋଇଛି।

ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୩,୬୪୫ ପଜିଟିଭ୍‌ ଚିହ୍ନଟ

ଆହୁରି ପଢ଼ନ୍ତୁ

You might also like