ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଆଖି ବୁଜିଲେ ୮

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୬ ଛୁଇଁଛି।

ଓଡ଼ିଶାରେ ୩,୬୮୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ପଢ଼ନ୍ତୁ: ଓଡ଼ିଶାରେ ଦିନକରେ ୩,୬୮୨ କରୋନା ଆକ୍ରାନ୍ତ‌ ଚିହ୍ନଟ, ଚିନ୍ତା ବଢ଼ାଇଲା ଖୋର୍ଦ୍ଧା

You might also like