ଉଦ୍‌ଘାଟିତ ହେଲା ଓଡ଼ିଶା ଲିଟେରାରୀ ଫେଷ୍ଟିଭାଲ୍

ଭୁବନେଶ୍ୱର: ଭୁବନେଶ୍ୱରରେ ଗତକାଲି ଉଦ୍‌ଘାଟିତ ହୋଇଛି ଓଡ଼ିଶା ଲିଟେରାରୀ ଫେଷ୍ଟିଭାଲ୍। ଦ ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ୍‌ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ଦ ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ୍‌ର ଏଡିଟୋରିଆଲ୍ ଡାଇରେକଟର୍ ପ୍ରଭୁ ଚାୱଲା କାର୍ଯ୍ୟକ୍ରମର ଆରମ୍ଭ କରିଥିଲେ। ପ୍ରଥମ ଦିନରେ ଦେଶର ବିଭିନ୍ନ ଭାଷା ଓ ଭାଷା ଭିତ୍ତିକ ସଂସ୍କୃତି ଉପରେ ଆଲୋଚନା ହୋଇଥିଲା।

ମୁଖ୍ୟତଃ ଓଡ଼ିଆ ଭାଷା ଓ ସଂସ୍କୃତିର ପ୍ରଚାର ପ୍ରସାର ସହ ଲୋକଙ୍କ ନିକଟରେ ଏହା କିପରି ଅଧିକରୁ ଅଧିକ ପହଞ୍ଚିବ ସେ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ଆଲୋଚନା ଚକ୍ରରେ ଅଭିନେତ୍ରୀ ତଥା ନିର୍ଦ୍ଦେଶିକା ନନ୍ଦିତା ଦାସ ଏବଂ ବରିଷ୍ଠ କବି ଜୟନ୍ତ ମହାପାତ୍ର ପ୍ରମୁଖ ସାମିଲ ହୋଇଥିଲେ।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like