ଓଡ଼ିଶାରେ କରୋନାରେ ଆଖି ବୁଜିଲେ ଆଉ ୯

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୯ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରେ ୩ ଜଣ, କଟକରେ ୨ଜଣ, ମୟୂରଭଞ୍ଜରେ ୨ଜଣ, କନ୍ଧମାଳ ଓ ସୁନ୍ଦରଗଡ଼ରେ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୪ରେ ପହଞ୍ଚିଛି।

ଅନ୍ୟପକ୍ଷରେ, ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧,୯୮୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

You might also like