ଦିନକରେ ଓଡ଼ିଶାରେ କରୋନା ନେଲା ଆଉ ୯ ଜୀବନ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
କଟକରୁ ୩, ସୁନ୍ଦରଗଡ଼ରୁ ୨, ବଲାଙ୍ଗିର, ଗଞ୍ଜାମ, ମାଲକାନଗିରି ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Regret to inform of the demise of nine Covid positive patients while under treatment in hospitals.
1.A 28 year old male of Bolangir district who was also suffering from Diabetess.
2. A 50 year old male of Cuttack district who was also suffering from Hypertension.
— H & FW Dept Odisha (@HFWOdisha) August 22, 2020
ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୯ ଛୁଇଁଛି।
ପଢ଼ନ୍ତୁ: ଓଡ଼ିଶାରେ ୨,୮୧୯ ନୂଆ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୪୪୩