୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି।

ବଲାଙ୍ଗିର, କଟକ, ଗଞ୍ଜାମରୁ ୨ଜଣ ଲେଖାଏ, ଭୁବନେଶ୍ୱର, ଖୋର୍ଦ୍ଧା ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୩୧ ହୋଇଛି।

୨୪ ଘଣ୍ଟାରେ ଓଡ଼ିଶାରେ ୩,୨୬୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ପଢ଼ନ୍ତୁ: ଦିନକରେ ୩,୨୬୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ୮୦୦ରୁ ଅଧିକ

You might also like