ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ କରୋନା ରୋଗୀ ଆଖି ବୁଜିଥିବା ବେଳେ ୪,୨୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବରଗଡ଼ରୁ ୨, ଭଦ୍ରକ, କଟକ, ବଲାଙ୍ଗିର, ପୁରୀ, ରାୟଗଡ଼ା, ଗଜପତି ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୯୧ ହୋଇଛି। ପଢ଼ନ୍ତୁ: ୨୪ ଘଣ୍ଟାରେ […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ କରୋନା ରୋଗୀ ଆଖି ବୁଜିଥିବା ବେଳେ ୪,୨୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ବରଗଡ଼ରୁ ୨, ଭଦ୍ରକ, କଟକ, ବଲାଙ୍ଗିର, ପୁରୀ, ରାୟଗଡ଼ା, ଗଜପତି ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୯୧ ହୋଇଛି।
ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୪,୨୦୯ ପଜିଟିଭ୍ ଚିହ୍ନଟ