୨୪ ଘଣ୍ଟାରେ ଓଡ଼ିଶାରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୧୦ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦୁଝର ଜିଲ୍ଲାରୁ ୨, ବାଲେଶ୍ୱର, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, ମୟୂରଭଞ୍ଜ, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୪,୨୪୨ ପଜିଟିଭ୍‌ ଚିହ୍ନଟ

You might also like