ଗୋଟିଏ ଗାଁରେ ୯୦ କରୋନା ରୋଗୀ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣୁପୁରସ୍ଥିତ ବିଜୟପୁର ଗାଁରେ ୯୦ କରୋନା ରୋଗୀ। ଏକ ସୁପର ସ୍ପ୍ରେଡର୍ ପରିବାରଠୁ ଆକ୍ରାନ୍ତ ହୋଇଛନ୍ତି ୮୭ ଜଣ। ଏହି ଗାଁରୁ ଆଜି  ଚିହ୍ନଟ ହୋଇଛନ୍ତି ୭୪ କରୋନା ଆକ୍ରାନ୍ତ। ଏହାକୁ ମିଶାଇ କେବଳ ବିଜୟପୁର ଗାଁରୁ ଚିହ୍ନଟ ହୋଇଛନ୍ତି ୯୦ ଜଣ କରୋନା ଆକ୍ରାନ୍ତ।

ବିଜୟପୁର ଗାଁକୁ ଗତ ମାସ ଗୋଟିଏ ପରିବାରର ୩ ଜଣ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ। ଏମାନେ ତିନି ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏମାନଙ୍କ ସଂସ୍ପର୍ଶରେ ଆସି ଗାଁର ଅନ୍ୟମାନେ କରୋନା ଆକ୍ରାନ୍ତ ହୋଇଥିଲେ।

ଏବେ ସମସ୍ତଙ୍କୁ କରୋନା ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।  ଗାଁକୁ ଗତ ୧୫ ଦିନ ଧରି କ୍ୱଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ଏବେ ଯାଏ ରାୟଗଡ଼ା ଜିଲ୍ଲାରେ ୧୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଜିଲ୍ଲାପାଳ ପ୍ରମୋଦ ବେହେରା ସୂଚନା ଦେଇଛନ୍ତି।

 

ଆହୁରି ପଢ଼ନ୍ତୁ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

You might also like