ଟିକା ପାଇଁ ନାଁ ଦେଲେଣି ୯୮ ପ୍ରତିଶତ

ଭୁବନେଶ୍ୱର: ଟିକା ପାଇଁ ସ୍ୱାସ୍ଥ୍ୟ ଓ ଅଙ୍ଗନବାଡ଼ି କର୍ମୀଙ୍କ ଡାଟା ଆହ୍ୱାନ ପ୍ରସଙ୍ଗରେ ଏଯାବତ ୯୮% ସ୍ୱାସ୍ଥ୍ୟ କର୍ମୀ, ଅଙ୍ଗନବାଡ଼ି କର୍ମୀ ତଥ୍ୟ ଦେଲେଣି। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର।

୩୬୮୩ ସରକାରୀ ଓ ଘରୋଇ ସ୍ୱାସ୍ଥ୍ୟ ସଂସ୍ଥାରୁ ଡାଟା ମଗାଯାଇଥିଲା। ୩୪୬୩ ସଂସ୍ଥା ସେମାନଙ୍କ କର୍ମଚାରୀଙ୍କ ସଂପର୍କରେ ଡାଟା ଦେଇଛନ୍ତି। ମୋଟ ୩ ଲକ୍ଷ ୨୭୦୮ ଲୋକଙ୍କ ଡାଟା ଟାର୍ଗେଟ ରହିଛି।

ଅକ୍ଟୋବର ୩୧ ସୁଦ୍ଧା ୨ ଲକ୍ଷ ୯୫ ହଜାର ୩୪୯ଜଣଙ୍କ ଡାଟା ମିଳିଛି। ମୋଟ ଉପରେ ୯୪% ସଂସ୍ଥା ଓ ୯୮% ବ୍ୟକ୍ତିଙ୍କ ଡାଟା ମିଳିଛି। ସ୍ୱାସ୍ଥ୍ୟ କର୍ମୀ ଓ ଅଙ୍ଗନବାଡ଼ି କର୍ମୀଙ୍କ ଡାଟା ମାଗିଥିଲେ ରାଜ୍ୟ ସରକାର।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like