ଓଡ଼ିଶାରେ ଦିନକରେ ହଜାରେ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ତଳକୁ ଚିହ୍ନଟ ହୋଇଛନ୍ତି।ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏମାନଙ୍କ ମଧ୍ୟରୁ ୫୭୨ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୪୧୪ ଲୋକାଲ କେସ୍‌ ଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ଖୋର୍ଦ୍ଧାରୁ ସର୍ବାଧିକ ୧୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଥାଉ କି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୫,୯୮୬ରେ ପହଞ୍ଚିଛି।

You might also like