ଘର ଭିତରୁ ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଖୋର୍ଦ୍ଧା  : ଖୋର୍ଦ୍ଧା ଜଟଣୀ ଥାନା ଅଞ୍ଚଳରେ ଲଜ୍ଜା। ନବମଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ଅବସ୍ଥାରେ ମୃତ ଦେହ ଉଦ୍ଧାର। ତେବେ ଝିଅଟିକୁ ଦୁଷ୍କର୍ମ ପରେ ହତ୍ୟା କରି ଝୁଲାଇ ଦିଆଯାଇଥିବା ମୃତ ଛାତ୍ରୀଙ୍କ ମାଆ ଅଭିଯୋଗ କରିଛନ୍ତି।

ପଡ଼ୋଶୀ ଭଡ଼ାଟିଆ ଜଣେ ଯୁବକ ଦୁଷ୍କର୍ମ ପରେ ମାରି ଝୁଲାଇ ଦେଇଥିବା ସେ  ଅଭିଯୋଗ କରିଛନ୍ତି। ଏନେଇ ଜଟଣୀ ଥାନାରେ ଅଭିଯୋଗ ପରେ ପୁଲିସ୍‌ ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

You might also like