‘ପ୍ରେମ କୁମାର’କୁ ମିଳିଲା ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର

ଉତ୍ତମ ମହାନ୍ତିଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର: ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ନବମ ଫିଲ୍ମ ଫେୟାର ଆୱାର୍ଡ ଆୟୋଜିତ ହୋଇଯାଇଛି। ଏଥର ମୁଖ୍ୟ ଆକର୍ଷଣ ଥିଲେ ବଲିଉଡ୍ କମେଡି କିଙ୍ଗ୍‌ ଜନି ଲିଭର। ଚଳିତ ବର୍ଷ ୨୫ ଜଣ ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।

uttamaବର୍ଷିଆନ ଅଭିନେତା ଉତ୍ତମ ମହାନ୍ତିଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର ମିଳିଛି। ତରଙ୍ଗ ସିନେ ପ୍ରଡକ୍ସନ୍‌ର ଚଳଚ୍ଚିତ୍ର ‘ପ୍ରେମକୁମାର’କୁ ଶ୍ରେଷ୍ଠ ଚଳଚ୍ଚିତ୍ରର ମାନ୍ୟତା ମିଳିଛି।

ସେହିପରି ବାବୁସାନ୍‌ଙ୍କୁ ଶ୍ରେଷ୍ଠ ଅଭିନେତା, ଶିବାନୀଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଓ ପ୍ରେମାନନ୍ଦଙ୍କୁ ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଭାବେ ସମ୍ମାନିତ କରାଯାଇଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା

ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ

ଉପକୂଳ ଓଡ଼ିଶାରେ ବନ୍ୟା ବିପଦ

ପଶ୍ଚିମ ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନଙ୍କ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ

ଅଡୁଆରେ ସୁନ୍ଦରଗଡ଼ ଏସ୍‌ପି ; ମାଡ଼ ମାରି ମହିଳାଙ୍କ ଗର୍ଭନଷ୍ଟ କରିଥିବା ଅଭିଯୋଗରେ ମାମଲା ରୁଜୁ

ନିଃସନ୍ତାନ ଥିବାରୁ ଏମିତି ନିଷ୍ପତ୍ତି ନେଲେ କି ପ୍ରଫେସର ଓ ତାଙ୍କ ପତ୍ନୀ ?

ଆଇଆଇସି ଓ ତହସିଲଦାରଙ୍କୁ ଏସ୍‌ଟିଏଫ୍‌ର ଘନଘନ ଜେରା

ଶ୍ରୀମନ୍ଦିର ସୁରକ୍ଷା ନେଇ କ୍ୟାବିନେଟ୍ ନିଷ୍ପତ୍ତି ପରେ ବଢୁଛି ଅସନ୍ତୋଷ

SCB ଆସିବେ ଜଗା କାଳିଆ

ଚୌଦ୍ୱାରର ବିଭିନ୍ନ ସ୍ଥାନରେ ଇମ୍ଫାର ଜନକଲ୍ୟାଣ କାର୍ଯ୍ୟକ୍ରମ

କିଓସ୍କ ବ୍ୟାଙ୍କ ଠକେଇ ମାମଲାରେ କେନ୍ଦ୍ର ପରିଚାଳକ ଗିରଫ

ଆଇଏଏସ ଅଦଳବଦଳ: ଗଗନ ଧଳ ବନ ଉନ୍ନୟନ ନିଗମ ଅଧ୍ୟକ୍ଷ, ସଞ୍ଜିବ ଚୋପ୍ରା ଗୃହ ସଚିବ

You might also like