ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ଓଡ଼ିଶା କୋଭିଡ Dashboardରୁ ସୂଚନା ମିଳିଛି। 

ମୃତକ ପୁରୀ ଜିଲ୍ଲାର ୬୦ ବର୍ଷ ବୟସ୍କ ବ୍ୟକ୍ତି ବୋଲି ଜଣାପଡ଼ିଛି। କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି।  

ଅନ୍ୟପକ୍ଷରେ ରାଜ୍ୟରେ ଆଉ ୧୭୯ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

You might also like