ଜାଲରେ ଧରା ପଡ଼ିଲା ବିଶାଳକାୟ ମଗର ମାଛ

ଜଳେଶ୍ୱର: ଆଜି ସକାଳେ ଓଡ଼ିଶା-ପଶ୍ଚିମବଙ୍ଗ ସୀମା ଦୀଘା ମୁହାଣରେ ଏକ ବିଶାଳକାୟ ମଗର ମାଛ ଜାଲରେ ଧରାପଡ଼ିଛି। ଏହାର ଓଜନ ୭୮୬ କେଜି ଜଣାପଡ଼ିଛି।

ଏହି ମାଛକୁ ଦେଖିବାକୁ ପାଇଁ ଦୀଘାରେ ଭିଡ଼ ଜମିଛି। ଲମ୍ୱା ଆକୃତିର ଏହି ମାଛରୁ ବିଭିନ୍ନ ପ୍ରକାରର ଔଷଧ ପ୍ରସ୍ତୁତ ହୋଇଥାଏ। ଏହି ମାଛ ମିଳିବା ପରେ ଏହାକୁ ନିଲାମ କରାଯାଇଛି। ପଶ୍ଚିମବଙ୍ଗ ରାଣାଘାଟର କମ୍ପାନୀ ଏହି ମାଛକୁ ୫୦ ହଜାର ଟଙ୍କାରେ କିଣିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like