BSF ଯବାନଙ୍କୁ ବଡ଼ ସଫଳତା; ପଣ୍ଡ ହେଲା ମାଓ ଯୋଜନା

ମାଲକାନଗିରି: ମାଲକାନଗିରି BSF ଯବାନଙ୍କୁ ଏକ ବଡ଼ ସଫଳତା ମିଳିଛି। ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍‌ ଅନ୍ତର୍ଗତ ରାଜୁଲକୋଣ୍ଡା ଜଙ୍ଗଲରୁ ୨୧ କିଲୋ ଜିଲୋଟିନ ଜବତ କରିଛନ୍ତି ଯବାନ।

ଗତକାଲି ୭୬ BSF ବାଟାଲିୟନର ଯବାନ କମ୍ବିଂ ଅପରେସନ୍‌ କରୁଥିବା ବେଳେ ଜଙ୍ଗଲରେ ଜିଲୋଟିନ ରଖାଯାଇଥିବା ନେଇ ଖବର ପାଇଥିଲେ। ଏହାପରେ ସମ୍ପୃକ୍ତ ସ୍ଥାନରେ ପହଞ୍ଚି ବସ୍ତାରେ ଭର୍ତ୍ତି ହୋଇ ପାହାଡ଼ ନିକଟରେ ଲୁଚାଯାଇଥିବା ଜିଲୋଟିନ ଜବତ କରିଥିଲେ ଯବାନ।

ମାଓବାଦୀମାନେ ଏହାକୁ ଲ୍ୟାଣ୍ଡ୍‌ମାଇନରେ ବ୍ୟବହାର କରି ପୋଲିସକୁ ଟାର୍ଗେଟ୍ କରି ଅଘଟଣ ଘଟାଇବାକୁ ଯୋଜନା କରିଥିବା ସନ୍ଦେହ କରାଯାଉଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like