ନକ୍ସଲ ନାଁରେ ଚାନ୍ଦା ଆଦାୟ ଅଭିଯୋଗରେ ଗିରଫ ହେଲେ କନଷ୍ଟେବଲ୍‌

ରାୟଗଡ଼ା: ନକ୍ସଲ ନାଁରେ ଚାନ୍ଦା ଆଦାୟ ଅଭିଯୋଗରେ ଜଣେ ଡିଭିଏଫ୍ ପୁଲିସ୍‌ କନଷ୍ଟେବଲ୍‌ଙ୍କୁ ଗିରଫ କରାଯାଇଛି। ତାଙ୍କ ନାଁ ଜି.ଶ୍ରୀକାନ୍ତ କୁମାର। ଗତକାଲି ବିଷମକଟକ ଥାନା ପୁଲିସ୍‌  ତାଙ୍କୁ ଗିରଫ କରିଛି।

ଜି.ଶ୍ରୀକାନ୍ତ କୁମାର ନିଜକୁ ନକ୍ସଲର ପରିଚୟ ଦେଇ ଜୟପୁର ଅଞ୍ଚଳର ଶବନ କୁମାର ମହାନ୍ତି ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଟଙ୍କା ଆଦାୟ କରୁଥିଲେ।

ତେବେ ସେ ଜଣେ ଡିଭିଏଫ୍ ପୁଲିସ୍ କନଷ୍ଟେବଲ୍‌ ବୋଲି ଜଣାପଡ଼ିବା ପରେ ଶବନ ପୁଲିସ୍‌କୁ ଜଣାଇଥିଲେ। ଏହାପରେ ପୁଲିସ୍‌ ତାଙ୍କୁ ଗିରଫ କରିଥିଲା। ତାଙ୍କ ନିକଟରୁ ଗୋଟିଏ ନାଇନ୍ ଏମ୍ଏମ୍ ପିସ୍ତଲ, ୨୪ ରାଉଣ୍ଡ ଗୁଳି ସହ ୩ଟି ମୋବାଇଲ୍ ଏବଂ ଗୋଟିଏ ସ୍କୁଟି ଜବତ କରାଯାଇଛି।

ଆହୁରି ପଢ଼ନ୍ତୁ

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

You might also like