ଟ୍ରେନ୍‌ ଆଗକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ସାବିରା ରେଲୱେ ଷ୍ଟେସନ୍‌ରେ ଟ୍ରେନ୍ ଆଗକୁ ଡେଇଁ ଜଣେ ଯୁବତୀ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି।

ସ୍ଥାନୀୟ ଲୋକେ ଉକ୍ତ ଯୁବତୀଙ୍କୁ ଉଦ୍ଧାର କରି ପ୍ରଥମେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ମୁଣ୍ଡ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି।

ଆଜି ସକାଳେ ସବିରା ଷ୍ଟେସନ୍‌ରେ ଯୁବତୀ ଜଣଙ୍କ ଗୁରୁଦେବ ସୁପରଫାଷ୍ଟ ଏକ୍ସପ୍ରେସ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। ତେବେ ସେ କାହିଁକି ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିଲେ, ତାହା ଜଣାପଡ଼ିନାହିଁ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like