ରେଳ ଲାଇନ୍ କଡ଼ରୁ ମହିଳାଙ୍କ ମୃତଦେହ ଉଦ୍ଧାର
ଖୋର୍ଦ୍ଧା(ବଳରାମ ଲେଙ୍କା) : ଖୋର୍ଦ୍ଧା ଜିଲ୍ଲା କରଡ଼ଗଡ଼ିଆ ନିକଟ ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନ୍ କଡ଼ରେ କ୍ଷତବିକ୍ଷତ ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ନିକଟରେ କିଛି ଥଣ୍ଡା ପାନୀୟ ଓ ବିଷ ବୋତଲ ପଡ଼ିଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକେ ଆଜି ସକାଳୁ ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏନେଇ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।
ଖୋର୍ଦ୍ଧା(ବଳରାମ ଲେଙ୍କା) : ଖୋର୍ଦ୍ଧା ଜିଲ୍ଲା କରଡ଼ଗଡ଼ିଆ ନିକଟ ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନ୍ କଡ଼ରେ କ୍ଷତବିକ୍ଷତ ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ମୃତଦେହ ନିକଟରେ କିଛି ଥଣ୍ଡା ପାନୀୟ ଓ ବିଷ ବୋତଲ ପଡ଼ିଥିବା ଦେଖିବାକୁ ମିଳିଛି।
ସ୍ଥାନୀୟ ଲୋକେ ଆଜି ସକାଳୁ ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏନେଇ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।