ହୀରାକୁଦ ଡ୍ୟାମ୍କୁ ଖସିଲା ହାଇୱା
ଝାରସୁଗୁଡ଼ା: ହୀରାକୁଦ ଜଳଭଣ୍ଡାରରେ ଘଟିଲା ଅଘଟଣ। ହୀରାକୁଦ ଜଳଭଣ୍ଡାର ରଂପେଲା ସେତୁ ଉପରୁ ଏକ ହାଇୱା ଖସିପଡ଼ିଛି। ଫଳରେ ଦୁଇ ନିଖୋଜ ହୋଇଯାଇଛନ୍ତି। ମତ୍ସ୍ୟଜୀବୀମାନେ ଆଦିତ୍ୟ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କରିଛନ୍ତି। ଏବେବି ଅନ୍ୟ ୨ ଜଣ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଚାଲିଛି। ଗାଡିଟି ସମ୍ବଲପୁର ଜିଲ୍ଲା ରେଙ୍ଗାଲି ପଟୁ ଲଖନପୁର ଅଞ୍ଚଳକୁ ଆସୁଥିଲା। ଘଟଣାସ୍ଥଳରେ ବନହରପାଲି ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚିଛି।
ଝାରସୁଗୁଡ଼ା: ହୀରାକୁଦ ଜଳଭଣ୍ଡାରରେ ଘଟିଲା ଅଘଟଣ। ହୀରାକୁଦ ଜଳଭଣ୍ଡାର ରଂପେଲା ସେତୁ ଉପରୁ ଏକ ହାଇୱା ଖସିପଡ଼ିଛି। ଫଳରେ ଦୁଇ ନିଖୋଜ ହୋଇଯାଇଛନ୍ତି। ମତ୍ସ୍ୟଜୀବୀମାନେ ଆଦିତ୍ୟ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କରିଛନ୍ତି।
ଏବେବି ଅନ୍ୟ ୨ ଜଣ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଚାଲିଛି। ଗାଡିଟି ସମ୍ବଲପୁର ଜିଲ୍ଲା ରେଙ୍ଗାଲି ପଟୁ ଲଖନପୁର ଅଞ୍ଚଳକୁ ଆସୁଥିଲା। ଘଟଣାସ୍ଥଳରେ ବନହରପାଲି ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚିଛି।