ଖେଳୁ ଖେଳୁ ୪ ବର୍ଷର ପିଲା ପାଟିରେ ପଶିଗଲା ଲୁହା ରଡ୍

ବ୍ରହ୍ମପୁର:  ଖେଳୁ ଖେଳୁ ଛୋଟ ପିଲାର ପାଟିରେ ପଶିଗଲା ରଡ୍‌। ଏଭଳି ଅଭାବନୀୟ ଘଟଣା ଘଟିଛି କେଶପୁର ନିକଟସ୍ଥ ଖଣ୍ଡଦେଉଳି ଗ୍ରାମରେ।

ଏହି ଗ୍ରାମର ଯଜ୍ଞସିନୀ ଗୌଡ଼ ନାମକ ଜଣେ ମହିଳାଙ୍କ ୪ ବର୍ଷର ପୁଅ ଖେଳୁଥିଲେ। ଖେଳୁଥିବା ସମୟରେ ଅସାବଧାନତା ବଶତଃ ପାଟିରେ ଲୁହା ରଡ୍ ପଶି ଯାଇଥିଲା।

ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ବେକରେ ଲୁହା ରଡ୍ ପଶିଥିବା ଶିଶୁର ସରିଛି ଅପରେସନ୍। ବ୍ରହ୍ମପୁର ଏମକେସିଜି ହସ୍ପିଟାଲରେ ଶିଶୁର ଅପରେସନ୍ ସରିଛି। ଲୁହା ରଡ୍‌କୁ ଅତି ଯତ୍ନର ସହ ବେକରୁ ବାହାର କରାଯାଇଛି।

ହସ୍ପିଟାଲରେ ଶିଶୁ ବିଭାଗରେ ସର୍ଜରୀ କରାଯାଇଥିବା ଜଣାପଡ଼ିଛି। ହସ୍ପିଟାଲ୍‌ରେ ଶିଶୁ ବିଭାଗରେ ଘଣ୍ଟାଏ ଅପରେସନ୍ ହୋଇଥିଲା। ଏବେ ଶିଶୁଟି ସୁସ୍ଥ ଥିବା ସହ ତାଙ୍କୁ ଆଇସିୟୁରେ ଡାକ୍ତରୀ ଟିମ୍‌ର ନଜରରେ ରଖାଯାଇଛି।

ଆହୁରି ପଢ଼ନ୍ତୁ

ହକି ଦଳର ଅଧିନାୟକ ମନପ୍ରୀତ ଓ ଅନ୍ୟ ୩ ଖେଳାଳିଙ୍କୁ କରୋନା

ଆଜି ସୁସ୍ଥ ହେଲେ ୧୮୧୦ କରୋନା ଆକ୍ରାନ୍ତ

କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଲୋକାୟୁକ୍ତଙ୍କ ନିକଟରେ ହାଜର ହେଲେନି ହେମନ୍ତ ଶର୍ମା

ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ପଛରେ ପଡ଼ିଲା ଗଞ୍ଜାମ; ଆଜି ଏହି ଜିଲ୍ଲାରେ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

‘କରୋନା ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର’

You might also like