ନିଜକୁ ଗୁଳି କରି ଯବାନଙ୍କ ଆତ୍ମହତ୍ୟା

ରାୟଗଡା: ନିଜକୁ ଗୁଳି କରି ଯବାନଙ୍କ ଆତ୍ମହତ୍ୟା। ରାୟଗଡ଼ା କଲ୍ୟାଣସିଂପୁର ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। କାଶୀପୁର ଥାନା BSF ୬୮ ବାଟାଲିୟନ୍ ଯବାନ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ନିଜ ରାଇଫଲରୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି ଯବାନ। ମୃତ ଯବାନଙ୍କ ନାଁ ଦିଲ୍ଲୀପ ମାଇ ସେ ୪ ମାସ ତଳେ ବାହା ହୋଇଥିଲେ। ଆତ୍ମହତ୍ୟାର କାରଣ ଜଣାପଡ଼ି ନ ଥିବା ବେଳେ ପାରିବାରିକ କଳହରୁ ସେ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି।

You might also like