• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଛତ୍ରପୁର: ସରକାରୀ କ୍ୱାରେଣ୍ଟିନ୍ ସେଣ୍ଟରରେ ସୁରତ୍ ଫେରନ୍ତାଙ୍କ ମୃତ୍ୟୁ। ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍‌ ଆନ୍ତର୍ଗତ ଢୁଙ୍କାପଡ଼ା ପଞ୍ଚାୟତର ଏକ କ୍ୱାରେଣ୍ଟିନ୍‌ ସେଣ୍ଟରରେ ଏହି ଘଟଣା ଘଟିଛି। ମୃତକ ହେଲେ ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ମଧୁପଲ୍ଲୀ ଗାଁର ପ୍ରଫୁଲ୍ଲ କୁମାର ବେହେରା।

ସୂଚନା ଅନୁସାରେ, କିଛି ଦିନ ତଳେ ପ୍ରଫୁଲ୍ଲ, ସୁରତରୁ ବସ୍ ଯୋଗେ ଫେରିଥିଲେ। ଫେରିବା ପରେ ସେ ଢୁଙ୍କାପଡ଼ା ପଞ୍ଚାୟତର ଏକ ସରକାରୀ କ୍ୱାରେଣ୍ଟିନ୍ ସେଣ୍ଟରରେ ଥିଲେ। ଗୁରୁବାର ସେ କୌଣସି କାରଣରୁ ଅସୁସ୍ଥ ହୋଇପଡ଼ିଥିଲେ। ତେବେ ଡାକ୍ତରୀ ଟିମ୍ ଆସିବା ପୂର୍ବରୁ ତାଙ୍କର ମୃତ୍ୟୁ ଘଟିଥିଲା।

ମୃତଦେହକୁ ବ୍ରହ୍ମପୁର ମେଡିକାଲ୍‌ରେ ରଖା ଯାଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଶବ ବ୍ୟବଚ୍ଛେଦ ପରେ କାରଣ ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି।

A-man-dies-in-government-in-quarantine-centre-in-ganjam
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories