• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rosalin Rath

କନ୍ଧମାଳ: କନ୍ଧମାଳ ଜିଲ୍ଲାରେ ପୁଣି ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ବେଲଘର ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ନାବାଳିକାଙ୍କ ପରିବାର ପକ୍ଷରୁ ଏତଲା ଦିଆଯିବା ପରେ ପୁଲିସ୍ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

ସୂଚନା ଅନୁସାରେ, ନାବାଳିକା ଜଣଙ୍କ ସପ୍ତମ ଶ୍ରେଣୀରେ ପଢ଼ନ୍ତି। ତାଙ୍କୁ ତାଙ୍କରି ଅଞ୍ଚଳର ଜଣେ ଛାତ୍ର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ସେ ଛାତ୍ର ଜଣଙ୍କ କଲେଜରେ ପଢ଼ନ୍ତି। ତେବେ ଦୁଷ୍କର୍ମ ଖବର ଜଣାପଡ଼ିଯିବା ପରେ ସେ ଫେରାର ଅଛି।

ସଂପୃକ୍ତ ଯୁବକ ଜଣକ ନାବାଳିକାଙ୍କ ପରିବାରକୁ ଧମକ ଚମକ ଦେଉଥିବା ମଧ୍ୟ ଅଭିଯୋଗ ହୋଇଛି।
ଅନ୍ୟପକ୍ଷରେ ନାବାଳିକାଟିର ସ୍ୱାସ୍ଥ୍ୟାବସ୍ଥା ଭଲ ନଥିବା ଜଣାପଡ଼ିଛି।

ସୂଚନାଥାଉ କି, ଗତ କିଛିଦିନ ତଳେ କନ୍ଧମାଳ ଜିଲ୍ଲାର ଏକ ସେବାଶ୍ରମରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଶିଶୁକନ୍ୟା ପ୍ରସବ ଘଟଣାକୁ ନେଇ ସାରା ରାଜ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା।

A-minor-girl-student-allegedly-rape-in-kandhamal
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories