କରୋନାରେ ଆକ୍ରାନ୍ତ ହେଲେ ପୋଲିସ ହାବିଲଦାର

ମାଲକାନାଗିରି: ରାଜ୍ୟରେ ଏବେ କରୋନା ତା’ର କାୟା ବିସ୍ତାର କରିବାରେ ଲାଗିଛି। ଆଜି ମାଲକାନାଗିରିରେ ଜଣେ ପୋଲିସ ହାବିଲଦାର କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ମାଲକାନାଗିରି ଏସ୍‌ପି ଏନେଇ ସୂଚନା ଦେଇଛନ୍ତି।

ଖବର ଅନୁଯାୟୀ, ହାବିଲଦାର ଜଣଙ୍କ ମୋଟୁ ବର୍ଡର ଚେକ୍‌ ପୋଷ୍ଟରେ କାର୍ଯ୍ୟ କରୁଥିଲେ। ସେ କରୋନାରେ ପଜିଟିଭ ଥିବା ଜଣାପଡିବା ପରେ ମୋଟୁ ଥାନାର ଆଇଆଇସିଙ୍କ ସମେତ ସମସ୍ତ ଷ୍ଟାପଙ୍କୁ କ୍ୱାରେଣ୍ଟିନ୍‌ ସେଣ୍ଟରରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହିତ ମୋଟୁ ଥାନା ପରିସରକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ହାବିଲଦାରଙ୍କ କଣ୍ଟାକ୍ଟ ଟ୍ରେସିଙ୍ଗ୍‌ କରାଯାଉଛି ବୋଲି ଏସ୍‌ପି କହିଛନ୍ତି।

ଆହୁରି ପଢ଼ନ୍ତୁ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

You might also like