• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ନରଣପୁର-ଡୁବୁରି ରାସ୍ତାର ରାମଚନ୍ଦ୍ରପୁର ନିକଟରେ ଆଜି ଏକ ଚଳନ୍ତା କାରରେ ନିଆଁ ଲାଗିଯାଇଥିଲା। କାରଟି ରାସ୍ତା ଉପରେ ହୁତୁହୁତୁ ହୋଇ ଜଳୁଥିବା ଦେଖିବାକୁ ମିଳିଥିଲା।

ସଟ୍ ସର୍କିଟ ଯୋଗୁଁ କାରରେ ନିଆଁ ଲାଗିଯାଇଥିବା ଜଣାପଡିଛି। ତେବେ ସୌଭାଗ୍ୟବଶତଃ କାରରେ ଥିବା ୩ ଜଣ ଯାତ୍ରୀ ଅଳ୍ପକେ ଏକ ବଡଧରଣର ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି।

ଯାତ୍ରୀଙ୍କ କହିବା ଅନୁସାରେ, କାରରେ ଯାଉଥିବା ବେଳେ ହଠାତ ଇଞ୍ଜିନରୁ ଧୂଆଁ ବାହାରିଥିଲା। ସେମାନେ ଓହ୍ଲାଇ ଧୂଆଁ କେଉଁଠୁ ବାହାରୁଛି ଦେଖୁ ଦେଖୁ ଗାଡିଟି ଜଳି ଉଠିଥିଲା। ନିଆଁ ବଢିବା ସହ ଗାଡ଼ିର ଟାୟାର ଫାଟି ପ୍ରଚଣ୍ଡ ଶବ୍ଦ କରିବାରୁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଥିଲା।

A-runing-car-burn-in-road-at-kendujhar
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories