ବଲାଙ୍ଗିର ଉପଜିଲ୍ଲାପାଳଙ୍କ ନାଁରେ ସାଂଘାତିକ ଅଭିଯୋଗ

ବଲାଙ୍ଗିର: ବଲାଙ୍ଗିର ଉପଜିଲ୍ଲାପାଳଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ଜଣେ ମହିଳା କର୍ମଚାରୀ। ଉପଜିଲ୍ଲାପାଳ ଅସଦାଚରଣ କରିଥିବା ନେଇ ଅଭିଯୋଗ କରିଛନ୍ତି ମହିଳା କର୍ମଚାରୀ ଜଣକ।

ଏହି ଘଟଣାକୁ ନେଇ ସମ୍ପୃକ୍ତ ମହିଳା କର୍ମଚାରୀ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଉପଜିଲ୍ଲାପାଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିବା ସହ ତାଙ୍କୁ ଅନ୍ୟତ୍ର ବଦଳି କରିବାକୁ ନିବେଦନ କରିଛନ୍ତି ସମ୍ପୃକ୍ତ ମହିଳା କର୍ମଚାରୀ।

ଉପଜିଲ୍ଲାପାଳଙ୍କ ନାଁରେ ଉଠିଥିବା ଅଭିଯୋଗର ତଦନ୍ତ ପାଇଁ ଜଣେ ମହିଳା ଅଧିକାରୀଙ୍କ ନେତୃତ୍ୱରେ ୩ ଜଣିଆ କମିଟି ଗଠନ କରାଯାଇଛି। ଏହାସହ ଉକ୍ତ ମହିଳା କର୍ମଚାରୀଙ୍କ ବୟାନ ରେକର୍ଡ ହୋଇଥିବା କମିଟି ମୁଖ୍ୟ କହିଛନ୍ତି।

ଅନ୍ୟପକ୍ଷରେ, ଅଭିଯୋଗ ସମ୍ପର୍କରେ କୌଣସି ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି ଉପଜିଲ୍ଲାପାଳ।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like