ସିନେମାଟୋଗ୍ରାଫରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ, ପତ୍ନୀ କହିଲେ-ସ୍ୱାମୀ ମୋତେ ନିର୍ଯାତନା ଦେଉଛନ୍ତି

ଭୁବନେଶ୍ୱର: ଜଣେ ସିନେମାଟୋଗ୍ରାଫରଙ୍କ ବିରୋଧରେ ତାଙ୍କ ପତ୍ନୀ ସାଂଘାତିକ ଅଭିଯୋଗ ଆଣିଛନ୍ତି।ସ୍ୱାମୀ ତାଙ୍କୁ ଶାରୀରିକ, ମାନସିକ ନିର୍ଯାତନା ଦେବା ସହ ପୁଅକୁ ମଧ୍ୟ ନିର୍ଯାତନା ଦେଉଥିବା ନେଇ ମହିଳା ଜଣକ ଥାନାରେ ଅଭିଯୋଗ କରିଛନ୍ତି। ଏଭଳି କିଛି ସାଂଘାତିକ ଅଭିଯୋଗ ଆଣିଛନ୍ତି  ସିନେମାଟୋଗ୍ରାଫର ମନୋଜ କୁମାର ଖଟେଇଙ୍କ ପତ୍ନୀ।

ସ୍ୱାମୀ ତାଙ୍କୁ ଶାରୀରିକ, ମାନସିକ ନିର୍ଯାତନା ଦେଉଥିବା ନେଇ ମନୋଜଙ୍କ ପତ୍ନୀ ଭୁବନେଶ୍ୱର ମହିଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ସ୍ୱାମୀ(ମନୋଜ) ତାଙ୍କ ଅଜାଣତରେ ସବୁ ଟଙ୍କା ହଡପ କରି ନେଇଥିବା ନେଇ ମଧ୍ୟ ସେ ଅଭିଯୋଗ କରିଛନ୍ତି। ଏପରିକି ନାବାଳକ ପୁଅକୁ ମଧ୍ୟ ବାରମ୍ବାର ନିର୍ଯାତନା କରୁଥିବା ମନୋଜଙ୍କ ପତ୍ନୀ ଅଭିଯୋଗ କରିଛନ୍ତି। ବିବାହ ପରେ ବି ଅନେକ ମହିଳାଙ୍କ ସହ ମନୋଜଙ୍କର ଅନୈତିକ ସମ୍ପର୍କ ଥିବା ପତ୍ନୀ FIRରେ ଦର୍ଶାଇଛନ୍ତି।

ଅନ୍ୟପକ୍ଷରେ, ପତ୍ନୀ ଆଣିଥିବା ଅଭିଯୋଗ ନେଇ ମନୋଜ କହିଛନ୍ତି, କିଛି କହିବି ନାହିଁ, ଯାହା ହେବ କୋର୍ଟରେ କରିବି।

ଆହୁରି ପଢ଼ନ୍ତୁ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

You might also like