ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରୁ ଏକ ସେକ୍ସ ରାକେଟ୍ ଠାବ ହୋଇଛି। ଜଳେଶ୍ୱର ବଜାରରେ ଥିବା ଏକ ହୋଟେଲରେ ଦେହ ବ୍ୟବସାୟ ହେଉଥିବା ନେଇ ଅଭିଯୋଗ ହୋଇଥିଲା।

ଅଭିଯୋଗ ପରେ ଜଳେଶ୍ୱର ପୋଲିସ୍‌ ହୋଟେଲ ଉପରେ ଚଢାଉ କରି ଜଣେ ଗ୍ରାହକ, ହୋଟେଲ ମ୍ୟାନେଜର ଓ ଦୁଇ ଜଣ ମହିଳାଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।

You might also like