ବଲାଙ୍ଗିରରେ ଟିଭି ସାମ୍ବାଦିକ କରୋନାରେ ଆକ୍ରାନ୍ତ
ବଲାଙ୍ଗିର: ବଲାଙ୍ଗିରରେ ଆଜି ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଟିଭି ସାମ୍ବାଦିକ ଅଛନ୍ତି। ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବଲାଙ୍ଗିରରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୨ରେ ପହଞ୍ଚିଛି। ସେଥିମଧ୍ୟରୁ ୨୪୬ଜଣ ସୁସ୍ଥ ହୋଇଥିବାବେଳେ ୩୬ଜଣ ଚିକିତ୍ସାଧୀନ ଅଛନ୍ତି।
ବଲାଙ୍ଗିର: ବଲାଙ୍ଗିରରେ ଆଜି ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଟିଭି ସାମ୍ବାଦିକ ଅଛନ୍ତି। ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ବଲାଙ୍ଗିରରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୨ରେ ପହଞ୍ଚିଛି। ସେଥିମଧ୍ୟରୁ ୨୪୬ଜଣ ସୁସ୍ଥ ହୋଇଥିବାବେଳେ ୩୬ଜଣ ଚିକିତ୍ସାଧୀନ ଅଛନ୍ତି।